Below header

ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

ଜଗତସିଂହପୁର ; ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ । କାଳିଆ ମାନ୍ନା ଓରଫ ଲବକୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ଜଗତସିହପୁର ଏରସମାର ଜଗତସିଂହପୁର ADJ କୋର୍ଟ । ଗଡ଼ହରୀଶପୁର ଗାଁରେ ୨୦୧୮ ମାର୍ଚ୍ଚ ୨୧ରେ ଏରସମା ବଡହରିପୁର କାଜୁ ଜଙ୍ଗଲରେ ନାବାଳିକାକୁ ଦୁଷ୍କର୍ମ କରି ହତ୍ୟା କରିଥିଲା ଲବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.