ରାଜଧାନୀରେ ଟିଉସନ ଯାଉଥିବା ବେଳେ ନାବାଳିକାଙ୍କୁ ଅସଦାରଣ ଅଭିଯୋଗ

ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀ ଭୁବନେଶ୍ୱର ନାବାଳିକାଙ୍କୁ ଅସଦାରଣ ଅଭିଯୋଗ । ସାଇକେଲରେ ଯାଉଥିବା ବେଳେ ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଶବରସାହି ନିକଟରେ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି । ନାବାଳିକା ଜଣକ ଟିଉସନ ଯାଉଥିବା ବେଳେ ଜଣେ ବ୍ୟକ୍ତି ବାଇକରେ ଆସି ତାଙ୍କୁ ଅଟକାଇ ଅସଦାଚରଣ କରିଥିଲେ। ବିଚ୍‌ ରାସ୍ତାରେ ଅସଦାଚରଣ ନେଇ ନାବାଳିକାଙ୍କ ବାପା ଏନେଇ ଥାନାରେ ଅଭିଯୋଗ କରିଛନ୍ତି । ସିସିଟିଭି ଫୁଟେଜ ଆଧାରରେ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ଏହାପରେ ରାଜଧାନୀରେ ନାବାଳିକାଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.