Categories: ରାଜ୍ୟ

ଶ୍ରୀମନ୍ଦିରରେ ନାବାଳିକା ଅସଦାଚରଣ ମାମଲା , ଅଭିଯୁକ୍ତ ଆଇଆରବି କନ୍‌ଷ୍ଟେବଳ ଗିରଫ

ପୁରୀ(କେନ୍ୟୁଜ୍) : ଶ୍ରୀମନ୍ଦିରରେ ନାବାଳିକା ଅସଦାଚରଣ ମାମଲାରେ ଅଭିଯୁକ୍ତ ଆଇଆରବି କନ୍‌ଷ୍ଟେବଳ ଗିରଫ କରାଯାଇଛି । ସିସିଟିଭି ଫୁଟେଜ ଯାଞ୍ଚ ପରେ କନ୍‌ଷ୍ଟେବଳ ଚୁକେଶ ମେହେନ ଘଟଣାର ଅଭିଯୁକ୍ତ ଥିବା ଜଣାପଡ଼ିଛି । ଏହା ପରେ ତାଙ୍କୁ ଗିରଫ କରାଯାଇଛି । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁରୀ ଏସ୍‌ପି ସୂଚନା ଦେଇଛନ୍ତି । ଅଭିଯୁକ୍ତ କନ୍‌ଷ୍ଟେବଳ ଅସଦାଚରଣ କରିବା ପରେ ଘଟଣାସ୍ଥଳରେ ତାଙ୍କୁ ମଧ୍ୟ ମାଡ଼ ମରାଯାଇଥିବା ସିସିଟିଭି ଫୁଟେଜରୁ ଜଣାପଡ଼ିଛି । ପକ୍‌ସା ଆକ୍ଟରେ ତାଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପୂର୍ବରୁ ଗିରଫ କନ୍‌ଷ୍ଟେବଳକୁ ନିଲମ୍ବିତ କରାଯାଇଛି ।

KNews Bureau

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

8 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

36 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

55 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago