ରାଜ୍ୟ

ଅଭିଯୁକ୍ତର କଟୁରୀରେ ଚୋଟରେ ୫ ପୋଲିସ ଗୁରୁତର, ନୋଟିସ୍‌ ଦେବାକୁ ଯାଇ ଥିଲେ ପୋଲିସ

ବାଲେଶ୍ୱର(କେନ୍ୟୁଜ୍):  ପୋଲିସ୍‌ଙ୍କୁ ଆକ୍ରମଣ । ଅଭିଯୁକ୍ତର କଟୁରୀରେ ଚୋଟରେ ୫ ପୋଲିସ ଗୁରୁତର । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ସଜନାଗଡ଼ ଯାମୁଡିହି ସାହିରେ ଅଭାବନୀୟ କାଣ୍ଡ । ଅଭିଯୁକ୍ତକୁ ନୋଟିସ୍‌ ଦେବାକୁ ଯାଇ ଆକ୍ରମଣର ଶିକାର ହେଲେ ପୋଲିସ । ପୋଲିସ କର୍ମଚାରୀଙ୍କୁ କଟୁରୀରେ ଆକ୍ରମଣ କଲା ଅଭିଯୁକ୍ତ ।

ଗୁରୁତର ଅବସ୍ଥାରେ ୫ ପୋଲିସ କର୍ମଚାରୀ ମେଡିକାଲରେ ଭର୍ତ୍ତି । ଜଣେ SI, ୨ ASI ଓ ୨ ଜଣ କନେଷ୍ଟବଳ ଗୁରୁତର ଆହତ । ଗୁରୁତରମାନେ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସାଧୀନ । ଅଭିଯୁକ୍ତ ପଦ୍ମଲୋଚନ ପାତ୍ରକୁ କାବୁ ଥାନାକୁ ନେଲା ପୋଲିସ

Sasmita

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

1 min ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

18 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

30 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

40 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

43 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago