ବଲାଙ୍ଗିର(କେନ୍ୟୁଜ୍); ବଲାଙ୍ଗିରରେ ବର୍ବର କାଣ୍ଡ। ଦିନ ଦ୍ୱିପହରେ ନାବାଳିକାର ଗଳାକାଟି ବୀଭତ୍ସ ହତ୍ୟା। ଘରେ ପଶି ନାବାଳିକାକୁ ହତ୍ୟା କଲେ ଦୁର୍ବୃତ୍ତ। ବଲାଙ୍ଗିର ନିଖିଳନଗରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ନାବାଳିକା ଜଣକ ଶେଷାଦ୍ରୀ ନାଗ ଓ ତାଙ୍କ ବୟସ ୧୫ ବର୍ଷ ବୋଲି ଜଣାପଡ଼ିଛି। ଗତକାଲି କଲେଜରେ ସେ ନାମ ଲେଖାଇ ଥିଲେ।
ଶେଷାଦ୍ରୀଙ୍କ ବାପା ମାଆ କାମ କରିବାକୁ ବାହାରକୁ ଯାଇଥିବା ବେଳେ ସେ ଘରେ ଏକାଥିଲେ। ପରେ ଘରେ ପଶି ତାଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଛି। ତେବେ କିଏ ଓ କାହିଁକି ହତ୍ୟା କଲା କାରଣ ଅସ୍ପଷ୍ଟ ରହିଛି। ବଲାଙ୍ଗିର ଏସ୍ପି ଓ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…