ରାଜ୍ୟ

ବାଲେଶ୍ବର: ଜଳେଶ୍ୱରରୁ ଟ୍ରକ ଅପହରଣ କରି ଡ୍ରାଇଭର ଓ ହେଲପରଙ୍କୁ ରାସ୍ତାରେ ଫିଙ୍ଗି ଦେଲେ ଦୁର୍ବୃତ୍ତ

ଜଳେଶ୍ବର(କେନ୍ୟୁଜ୍):  ଲୁଟେରାଙ୍କ କବଜାରେ ୬୦ନଂ ଜାତୀୟ ରାଜପଥ। ଜଳେଶ୍ୱରରୁ ଏକ ଟ୍ରକ ଅପହରଣ କରିବା ପରେ ଡ୍ରାଇଭର ଓ ହେଲପରଙ୍କୁ ରାସ୍ତାରେ ଫିଙ୍ଗି ଦେଲେ ଦୁର୍ବୃତ୍ତ। ମୂମୁର୍ଷୁ ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଟ୍ରକ ନେଇ ଫେରାର ହୋଇଛନ୍ତି ଦୁର୍ବୃତ୍ତ। ଜଳେଶ୍ୱର ଥାନା ୬୦ନଂ ଜାତୀୟ ରାଜପଥର ଏକତାଳି ନିକଟରେ ଦୁଇ ଜଣ ବ୍ୟକ୍ତିଙ୍କୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରିଥିଲେ ସ୍ଥାନୀୟ ଲୋକ।

ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ପ୍ରଥମେ ଜଳେଶ୍ୱର ଓ ପରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରକୁ ସ୍ଥାନାନ୍ତର କରାଯାଇଛି। ଓଡ଼ିଶାରୁ ପଶ୍ଚିମବଙ୍ଗ ଯାଉଥିବା ବେଳେ ଡ୍ରାଇଭର ଓ ହେଲପରଙ୍କୁ ଅଚେତ କରିବା ପରେ ଟ୍ରକ ନେଇ ଦୁର୍ବୃତ୍ତ ଫେରାର ହୋଇଥିବା ଅନୁମାନ କରାଯାଉଛି। ଟ୍ରକ ଡ୍ରାଇଭର ଓ ହେଲପରଙ୍କ ଘର ଝାଡ଼ଖଣ୍ଡରେ ବୋଲି ଜଣାପଡ଼ିଛି। ତେବେ ଏନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।

KNews Bureau

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

5 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

16 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

24 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

40 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

49 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

57 mins ago