ରାଜ୍ୟ

ମାରଣାସ୍ତ୍ର ଓ ବନ୍ଧୁକ ଦେଖାଇ ଟଙ୍କା ଭର୍ତ୍ତି ଟ୍ରଙ୍କ ନେଇଗଲେ ଦୁର୍ବୃତ୍ତ

କଟକ(କେନ୍ୟୁଜ୍):  ଏଟିଏମ ଟଙ୍କା ଲୋଡିଂ ଭ୍ୟାନରୁ ଲୁଟ । ମାରଣାସ୍ତ୍ର ଓ ବନ୍ଧୁକ ଦେଖାଇ ଟଙ୍କା ଭର୍ତ୍ତି ଟ୍ରଙ୍କ ନେଇଗଲେ ଦୁର୍ବୃତ୍ତ । ଦେଢ କୋଟିରୁ ଅଧିକ ଟଙ୍କା ନେଇ ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି । କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡିଝରିଆ ନୂଆ ସଡକ ରାସ୍ତା ରାଇସ୍ ମିଲ୍ ନିକଟରୁ ଏହି ଲୁଟ୍ ହୋଇଛି ।

ଏକ ସ୍କର୍ପିଓ ସହ ବାଇକ ଓ ସ୍କୁଟିରେ ଆସିଥିଲେ ୮ରୁ ଅଧିକ ମୁଖା ପିନ୍ଧା ଦୁର୍ବୃତ୍ତ । ନିଛାଟିଆ ରାସ୍ତାରେ ଏଟିଏମ୍ ଭ୍ୟାନ ଅଟକାଇ ଲୁଟିନେଲେ ଟଙ୍କା । ଡ୍ରାଇଭରକୁ ବନ୍ଧୁକ ଦେଖାଇ ଗାଡ଼ିକୁ ଅଟକାଇଥିଲେ ଦୃର୍ବୃତ୍ତ । ଆଠଗଡ଼ ଓ ତିଗିରିଆ ଥାନା ପୋଲିସ ପକ୍ଷରୁ ତନାଘନା ତଦନ୍ତ ଚାଲିଛି । ଆଠଗଡର ବିଭିନ୍ନ ପଏଣ୍ଟକୁ ନାକାବନ୍ଦୀ କରିଛି ଆଠଗଡ ପୋଲିସ। .

Sasmita

Recent Posts

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

24 seconds ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

26 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

30 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

32 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

38 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

50 mins ago