କଟକ: କଟକରେ ବଡ ଧରଣର ଲୁଟ୍ । ରିଭରବଲ୍ ଦେଖାଇ ୧୦ କୋଟିର ସୁନା ଲୁଟିନେଲେ ଦୁର୍ବୃତ୍ତ । ଆଇଆଇଏଫ୍ଏଲ୍ ସଂସ୍ଥାରୁ ଲୁଟ୍ ହୋଇଛି। ଘଟଣାସ୍ଥଳରେ ପହଂଚିଛନ୍ତି କଟକ ଡିସିପି ପ୍ରତୀକ ସିଂହ । ଆଇଆଇଏଫ୍ଏଲ୍ ସଂସ୍ଥା ସୁନା ଋଣ ଦେଇଥାଏ।
ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…
ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…
କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…
ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…
ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…
ବୌଦ୍ଧ : ଚାଲିବାକୁ ଏହି ବାଡି ଖଣ୍ଡିକ ହିଁ ସାହାରା । ତଥାପି ପାଖରେ କେହି ଜଣେ ନ ରହିଲେ…