ରାଜ୍ୟ

ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼

ସୁନ୍ଦରଗଡ଼ : ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଡ୍ରାଇଭର ଭର୍ତ୍ତି। ସୁନ୍ଦରଗଡ଼ କୁତ୍ରା ଥାନା କିରିଙ୍ଗସିରାରେ ହୋଇଛି ଗୁଳିମାଡ଼। ପିକଅପ ଭ୍ୟାନ ଚଳାଇ ସୁବାସ ନାୟକ ନାମକ ଯୁବକ ଯାଉଥିବା ବେଳେ ତାଙ୍କ ଉପରେ ଫାୟାରିଂ ହୋଇଛି। କାରରେ ୪ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଗୁଳି କରିଛନ୍ତି। ସୁବାସଙ୍କୁ ଗୁରୁତର ଅବସ୍ତାରେ ରାଉରକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବଡ଼ଗାଁ ପୋଲିସ ପହଞ୍ଚି ଛାନବିନ ଆରମ୍ଭ କରିଛି।

 

 

Niharanjan

Recent Posts

Air India ବିମାନରେ ପରସାଗଲା ଅଧାରନ୍ଧା ଖାଦ୍ୟ ! ଯାତ୍ରୀ କହିଲେ, ‘୫ ଲକ୍ଷ ଟଙ୍କା ଖର୍ଚ୍ଚ କରି ସମସ୍ୟା ଭୋଗିଲି’

ଏୟାର ଇଣ୍ଡିଆର ଏକ ବିମାନରେ ପରସା ଯାଇଛି ଅଧାରନ୍ଧା ଖାଦ୍ୟ । ଏଭଳି ଅଭିଯୋଗ ଆଣିଛନ୍ତି ବିମାନରେ ଯାତ୍ରା କରୁଥିବା…

12 mins ago

ଟି୨୦ ବିଶ୍ୱକପ ୨୦୨୪ : ସୁପର-୮ରେ ଭାରତ ସହିତ ମୁହାଁମୁହିଁ ହେବେ ଅଷ୍ଟ୍ରେଲିଆ, ବାଂଲାଦେଶ ଏବଂ ଆଫଗାନିସ୍ତାନ

ଟି୨୦ ବିଶ୍ୱକପ ୨୦୨୪ରେ ସୁପର-୮ ଟିମ୍‌ ଘୋଷଣା ହୋଇସାରିଛି । ଭାରତ ବିପକ୍ଷରେ ସୁପର ୮ରେ ଅଷ୍ଟ୍ରେଲିଆ, ବାଂଲାଦେଶ ଏବଂ…

22 mins ago

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ଆଜି ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

1 hour ago

ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

1 hour ago

‘ଫାଦର୍ସ ଡେ’ ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣା, ୨ ମୃତ

ଆମେରିକାରେ ଫାଦର୍ସ ଡେ ରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ବିମାନରେ ଥିବା…

2 hours ago

ମା’ ସିଂହାସନୀଙ୍କ ମନ୍ଦିରରେ ପାଳିତ ହେଲା ପ୍ରସିଦ୍ଧ ରଜପର୍ବ, ଛୁଟିଲା ଭକ୍ତଙ୍କ ସୁଅ

ପୋଲସରା(କେନ୍ୟୁଜ): ଅସହ୍ୟ ଗରମରେ ଭକ୍ତମାନେ ଛୁଟି ଆସିଛନ୍ତି ମନ୍ଦିର । ମା’ଙ୍କ ଅପୂର୍ବ ଆଳତି ଦର୍ଶନ କରିବାର ସୌଭାଗ୍ୟ ନେଇଛନ୍ତି…

2 hours ago