ରାଜ୍ୟ

ଥାନା ନିକଟରେ ବସ୍‌ ଉପରକୁ ଗୁଳିମାଡ଼, ଯାତ୍ରୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା

ବୈପାରୀଗୁଡ଼ା(କେନ୍ୟୁଜ୍): ବୈପାରୀଗୁଡ଼ାରେ ଚାଞ୍ଚଲ୍ୟ । ଥାନା ନିକଟରେ ଯାତ୍ରୀବାହୀ ବସ୍‌ ଉପରକୁ ଗୁଳିମାଡ଼ ହୋଇଛି । ମାଲକାନଗିରିରୁ ବ୍ରହ୍ମପୁର ଯାଉଥିବା ସରକାରୀ ବସ୍‌କୁ ଗୁଳିମାଡ଼ କରାଯାଇଛି । ତେବେ ବସ୍‌ରେ ଥିବା ଯାତ୍ରୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି । ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି । ସମ୍ପୃକ୍ତ ବସ୍‌କୁ ବୈପାରୀଗୁଡ଼ା ଥାନାରେ ରଖାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।

KNews Bureau

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

3 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

4 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

5 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

7 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

8 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

8 hours ago