ସିବିଆଇ ଅଫିସ ସମ୍ମୁଖରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ, ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ

ଭୁବନେଶ୍ବର: ରାଜଧାନୀ ରାସ୍ତାରେ ଯୁବକଙ୍କୁ ଗୋଡାଇ ହାଣିଲେ ଦୁର୍ବୃତ୍ତ। ସିବିଆଇ ଅଫିସ ସମ୍ମୁଖରେ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଆହତ ଯୁବକଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ, ଅବସ୍ଥା ଗୁରୁତର ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା କୁହାଯାଉଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.