ରାଜ୍ୟ

ଭଦ୍ରକରେ କୋଇଲା ମାଫିଆଙ୍କ ଦାଦାଗିରି: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜାଳିଦେଲେ କାର୍

ଭଦ୍ରକ: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜାଳିଲେ କାର୍‌। କୋଇଲା ମାଫିଆଙ୍କ ବିଷୟରେ ପୋଲିସକୁ ତଥ୍ୟ ଦେବାରୁ ହୁଣ୍ଡାଇ କାରକୁ ଜାଳିଦେଲେ ଦୁର୍ବୃତ୍ତ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଇଚ୍ଛାପୁର ପରିବିନ୍ଧା ମାରପୁର ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ।

ଗତକାଲି ବିଳମ୍ବିତ ରାତିରେ କୋଇଲା ମାଫିଆ ଗାଁର ପ୍ରତାପ ବେହେରା ନାମକ ଜଣେ ବ୍ୟକ୍ତିଙ୍କ କାରକୁ ପେଟ୍ରୋଲ ପକାଇ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି । ଭଦ୍ରକ ଧାମରା ରେଳପଥ ଦେଇ ଯାଉଥିବା ଚଳନ୍ତା ଟ୍ରେନ୍‌ରୁ କୋଇଲା ଚୋରି କରି ମାଲାମାଲ ହେଉଛନ୍ତି ମାଫିଆ । ଏନେଇ ଆର୍‌ପିଏଫ୍‌ ପୋଲିସକୁ ପ୍ରତାପ ଖବର ଦେଇଥିଲେ । ଏହି ରାଗ ରଖି ପ୍ରତାପଙ୍କ ଗାଡିକୁ ଦୁର୍ବୃତ୍ତ ପୋଡି ଦେଇଥିବା ଜଣାପଡିଛି ।

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

3 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

4 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

45 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

59 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago