ରାଜ୍ୟ

ପୋଷା କୁକୁରକୁ ନିଶା ଦେଇ ଘରୁ ଲୁଟ କଲେ ଦୁର୍ବୃତ୍ତ, ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର

ମହାକାଳପଡା : ପୋଷା କୁକୁରକୁ ନିଶା ଦେଇ ଘରୁ ଲୁଟ କରିଲେ ଦୁର୍ବୃତ୍ତ l  କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ଥାନା ଅଧୀନ ଦଧିପୁର  ଗ୍ରାମର  ଅମୀୟ ପ୍ରଧାନଙ୍କ ଘରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ମହାକାଳପଡା ଥାନାରେ ଲିଖିତ ଅଭିଯୋଗ ହୋଇଛି  l ଘରେ ରହୁଥିବା ଏକ ପୋଷା କୁକୁରକୁ ନିଶା ଦେଇ  ଦୁର୍ବୁତ୍ତମାନେ କବାଟ ତାଡି ଘରେ ଥିବା ସମସ୍ତ ସୁନା ଅଳଙ୍କାର ସହ  ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଚୋରି କରି ନେଇ ଯାଇଛନ୍ତି  l ଘଟଣାସ୍ଥଳରେ ମହାକାଳପଡା ପୋଲିସ ତଦନ୍ତ ଜାରି ରଖିଛି l

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

5 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago