ଭଦ୍ରକ (କେନ୍ୟୁଜ୍) : ଭଦ୍ରକର ବୋହୂ ଓ ଝିଅ ଶ୍ରୀମତି ପ୍ରତିଭା ପଣ୍ଡା ଦିଲ୍ଲୀଠାରେ ଅନୁଷ୍ଠିତ ମିସେସ୍ କୁଇନ୍ ପ୍ରତିଯୋଗିତାରେ ସମଗ୍ର ଭାରତରେ ୪୬ ଜଣ ପ୍ରତିଯୋଗିତାଙ୍କ ମଧ୍ୟରୁ ସେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ତେଣୁ ତାଙ୍କୁ ସୋସିଆଲ ସର୍ଭିସ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ହୋଟେଲ ଯଶୋଦା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସ୍ବାଗତ ସମ୍ବର୍ଦ୍ଧନା ସଭାରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ହୋଇ ଶ୍ରୀମତି ପ୍ରତିମା ପଣ୍ଡାଙ୍କୁ ଉତ୍ତରୀୟ ମାନପତ୍ର ଏବଂ ବିଜୟ ମୁକୁଟ ପିନ୍ଧାଇ ସମ୍ବର୍ଦ୍ଧିତ କରିଥିଲେ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…