ପିପିଲି: ଉଦ୍ଧାର ହେଲେ ପିପିଲିର ଦୁଇ ନାବାଳକ ଛାତ୍ର। ୪ଦିନ ପରେ ଆଜି ସକାଳେ ଜଟଣୀ ଅଞ୍ଚଳର ଗୋହିରିଆ ଛକର ଏକ ହୋଟେଲରୁ ଉଦ୍ଧାର କଲା ପିପିଲି ପୋଲିସ। ଦୁଇ ନାବାଳକ ହେଲେ କମଳାସାଗର ପାଟଣା ଗ୍ରାମର ପବିତ୍ର ଦାସଙ୍କ ପୁଅ ନିରଞ୍ଜନ ଦାସ(୧୪)ଦଶମ ଶ୍ରେଣୀ ଓ କେଦାର ବେହେରାଙ୍କ ପୁଅ ସୂର୍ଯ୍ୟକାନ୍ତ ବେହେରା (୧୩)୯ମ ଶ୍ରେଣୀ।
ଗତ ୧୧ତାରିଖ ସକାଳ ୭:୩୦ରେ ଘରୁ ଗୋଟିଏ ସାଇକେଲରେ ସ୍କୁଲକୁ ବହି ଆଣିବା ପାଇଁ ଯାଇ ଆଉ ଫେରିନଥିଲେ। ଉଭୟଙ୍କ ପରିବାର ଲୋକ ପିଲାମାନଙ୍କୁ ନପାଇବାରୁ ସେହିଦିନ ସନ୍ଧ୍ୟାରେ ପିପିଲି ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପିପିଲି ଥାନାରେ ଏକ ନିଖୋଜ ମାମଲା ରୁଜୁ କରି ଅନୁସନ୍ଧାନ ଜାରି ରଖିଥିଲା ପିପିଲି ପୋଲିସ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…