ଭୁବନେଶ୍ବର(କେନ୍ୟୁଜ୍) : ଗଡ଼ିଲା ମିଶନ ଶକ୍ତି ରଥ । ମିଶନ ଶକ୍ତି ସଫଳ କାହାଣୀର କଥା କହିବ ମିଶନ ଶକ୍ତି ରଥ। ପ୍ରଥମ ପର୍ୟ୍ୟାୟରେ ୬୦ଟି ଗାଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଟ ୧୧୮ଟି ରଥ ସମସ୍ତ ପଞ୍ଚାୟତ ଓ ସହରରେ ବୁଲି ମହିଳାଙ୍କ ପାଇଁ ଯୋଜନା ଥିବା ସୁବିଧା ସଂପର୍କରେ ଅବଗତ କରିବ।
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…