ରାଜ୍ୟ

ଆସନ୍ତା ତିନି ବର୍ଷ ରାଜ୍ୟର ୫୦ ହଜାର ଏସଏଚଜି SMEରେ ପରିଣତ ହେବ

ଭୁବନେଶ୍ୱର(କେନ୍ୟୁଜ୍‌) : SHGକୁ SME କରିବା ଲକ୍ଷ୍ୟରେ ମିଶନ ଶକ୍ତି ବିଭାଗ । ପ୍ରତି ଜିଲ୍ଲାରେ ମହିଳା SHGଙ୍କ ପାଇଁ ନିର୍ମାଣ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ। ଆସନ୍ତା ତିନି ବର୍ଷ ଭିତରେ ଏହାକୁ କାର୍ଯ୍ୟକ୍ଷମ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।ଜିଲ୍ଲାପାଳମାନଙ୍କୁ ଜମି ଚିହ୍ନଟ ପାଇଁ କୁହାଯାଇଛି। ମହିଳାଙ୍କୁ ଟ୍ରେନିଂ ସହ ମାର୍କେଟିଂ ସୁବିଧା ପାଇଁ ଭିତ୍ତିଭୂମି ଯୋଗାଇ ଦିଆଯିବ।

ଆସନ୍ତା ତିନି ବର୍ଷ ରାଜ୍ୟର ୫୦ ହଜାର ଏସଏଚଜିଙ୍କୁ SMEରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ମିଶନ ଶକ୍ତି ମହିଳାଙ୍କୁ ନୂଆ ସରକାରୀ କାମ ଦିଆଯାଉଛି । ବର୍ତ୍ତମାନ ୧୫ଟି ବିଭାଗରେ କାମ କରୁଛନ୍ତି ମିଶନ ଶକ୍ତି ମହିଳା । ଆଗକୁ ମିଶନ ଶକ୍ତି ମହିଳା 5T ସ୍କୁଲ ଗୁଡ଼ିକର ଦାୟିତ୍ୱ ନେବେ । ସେହିପରି ଜଙ୍ଗଲ ବିଭାଗର ଦାୟିତ୍ୱ ନେବା ସହ ନିଆଁ ଲିଭା କାର୍ଯ୍ୟରେ ବି ସେମାନେ ନିୟୋଜିତ ହେବେ।

Niharanjan

Recent Posts

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

14 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

26 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

45 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

51 mins ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

56 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

1 hour ago