ରାଜ୍ୟ

ନବୀନଙ୍କ ଷ୍ଟ୍ରାଟେଜିକୁ ପସନ୍ଦ କରୁଛନ୍ତି ବଡ଼ ବଡ଼ କମ୍ପାନୀ, ଓଡ଼ିଶାରେ ୫୦ ହଜାର କୋଟିର ନିବେଶ କରିବ ମିତ୍ତଲ

କେନ୍ୟୁଜ୍(ବ୍ୟୁରୋ):  ଓଡ଼ିଶାରେ ୫୦ ହଜାର କୋଟିର ନିବେଶ କରିବ ମିତ୍ତଲ। ଓଡ଼ିଶା ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି। କେନ୍ଦ୍ରାପଡ଼ାରେ ହେବ ୧୨ ମିଲିୟନ୍ ଟନ୍ ଇସ୍ପାତ କାରଖାନା। ଏନେଇ ଲୋକସେବା ଭବନରେ ଏମଓୟୁ ସ୍ୱାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆର୍ସେଲର ମିତ୍ତଲ ଚେୟାରମ୍ୟାନ ଏଲ. ଏନ୍‌. ମିତ୍ତଲଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷରିତ ହୋଇଛି।

୨୦୨୦ ଜୁନ ମାସରେ ଓଡ଼ିଶାରେ ୨ହଜାର କୋଟି ଟଙ୍କାର ନିବେଶ ନେଇ ଲକ୍ଷ୍ମୀନାରାୟଣ ମିତ୍ତଲ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନ୍‌ଫରେନ୍‌ସରେ ଆଲୋଚନା ପରେ ହଜିରାରେ ଉତ୍ପାଦନ ହୋଇନପାରିଲେ, ଓଡ଼ିଶାରେ ଉତ୍ପାଦନ କରି ପେଲେଟ୍‌ସ ରପ୍ତାନୀ କରିବାକୁ କହିଥିଲେ।

ଓଡ଼ିଶାରେ ଲଗାତାର ଭାବେ କାର୍ଯ୍ୟ କରିବା ସହ ସାଗାସାଇ ଓ ଠାକୁରାଣୀ ଖଣିରୁ ଉତ୍ପାଦନ ହେଉଥିବା ସେ କହିଥିଲେ। ନିଲାମୀ ଜରିଆରେ ମିଳିଥିବା ଗୋଟିଏ କଂପାନୀରୁ ଉତ୍ପାଦନ ଆରମ୍ଭ ହୋଇଥିବା ନେଇ କହିଥିଲେ ଏଲଏନ ମିତ୍ତଲ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago