ରାଜ୍ୟ

ଆଜି ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜରେ ହେବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜରେ ହେବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଦୁଇ ଦିନିଆ ରିମାଣ୍ଡ ଅବଧି ସରିବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ । ଏଥିସହ ତାଙ୍କର ୧୪ ଦିନିଆ ବିଚାର ବିଭାଗୀୟ ହାଜତ ରହଣୀ ଅବଧି ସରୁଛି । ଦୁଇ ଦିନିଆ ରିମାଣ୍ଡରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଝାଳବୁୁହା ଜେରା କରିଛି ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ ।

ପ୍ରଥମ ଦିନ ଆକାଶ ପାଠକଙ୍କ ସହ ପ୍ରଦୀପଙ୍କୁ ସାମ୍ନାସାମ୍ନି ଜେରା କରାଯାଇଥିଲା । ତଦନ୍ତ ବେଳେ ଜଣାପଡିଛି, ବିଭିନ୍ନ ସମୟରେ ପ୍ରଦୀପଙ୍କ ଆକାଉଣ୍ଟରେ ଲକ୍ଷ ଲକ୍ଷ ଟଙ୍କା ଡିପୋଜିଟ ହୋଇଛି । ପରବର୍ତ୍ତୀ ସମୟରେ ସେହି ଟଙ୍କାକୁ ପ୍ରଦୀପ ଆକାଶଙ୍କ ପାଖକୁ ପଠାଇଥିଲେ । କଳା ଟଙ୍କା ଠୁଳ ନେଇ ନୂଆ ଗୁମର ଖୋଲୁଛି କ୍ରାଇମ୍‌ବ୍ରାଞ୍ଚ ଟିମ୍‌। କ୍ରାଇମବ୍ରାଞ୍ଚ ଟିମ୍‌ ପରେ ଭିଜିଲାନ୍‌ସ ଟିମ୍‌ ପହଞ୍ଚି ଖୋଳତାଡ କରୁଛି।

Sonalisa

Recent Posts

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

20 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

28 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

43 mins ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

55 mins ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

1 hour ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

1 hour ago