Categories: ରାଜ୍ୟ

ଆଜିଠୁ ବିଧାୟକମାନଙ୍କ ପାଇଁ ଆରମ୍ଭ ହେଉଛି ଦୁଇ ଦିନିିଆ ପ୍ରଶିକ୍ଷଣ ଶିବିର

କେନ୍ୟୁଜ୍: ପାଠ ପଢିବେ ବିଧାୟକ। ଆଜିଠୁ ବିଧାୟକମାନଙ୍କ ଆରମ୍ଭ ହେଉଛି ଦୁଇ ଦିନିିଆ ପ୍ରଶିକ୍ଷଣ ଶିବିର। ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଗୃହର ବିଧି ବ୍ୟବସ୍ଥା ସମ୍ପର୍କରେ ଓଡ଼ିଶାର ସବୁ ବିଧାୟକମାନଙ୍କୁ ଅବଗତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରିଶକ୍ଷଣ ଶିବିରକୁ ଉଦ୍‌ଘାଟନ କରିବେ। କାର୍ଯ୍ୟକ୍ରମରେ ବରିଷ୍ଠ ମନ୍ତ୍ରୀ, ବିଧାୟକ ଓ ଲୋକସଭାର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ବିଧାନସଭାର କାର‌୍ୟ୍ୟବିଧି ଉପରେ ଆଲୋଚନା କରିବେ। ସଂସଦରୁ ୬ ଜଣିଆ କେନ୍ଦ୍ରୀୟ ଅଧିକାରୀ ମଧ୍ୟ ଓଡ଼ିଶା ଆସିବେ । ବିଧାନସଭାରେ କିଭଳି ବ୍ୟବସ୍ଥିତ ଢଙ୍ଗରେ ଲୋକଙ୍କ ଦାବି ଉପସ୍ଥାପନ କରିବେ ସେ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ। ବିଶେଷକରି ପ୍ରଥମ ଥର ପାଇଁ ବିଧାନସଭାକୁ ଆସିଥିବା ବିଧାୟକମାନେ ଏହି ପ୍ରଶିକ୍ଷଣ ଶିବିର ଦ୍ୱାରା ବିଶେଷ ଭାବେ ଉପକୃତ ହେବେ।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

7 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

15 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

30 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

36 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

50 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago