Below header

ରାସ୍ତା ଉପରେ ଜଳିଗଲା ‘ମୋ ବସ୍‌’, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ରାଉରକେଲା ଟିସିଆଇ ଛକ ନିକଟରେ ରାସ୍ତା ଉପରେ ଜଳିଗଲା ‘ମୋ ବସ୍‌’ । ଯାନ୍ତ୍ରିକ ତ୍ରୁଟି ଯୋଗୁ ବସ୍‌ରେ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି ।

ରାଉରକେଲା (କେନ୍ୟୁଜ):  ଜଳିଗଲା ‘ମୋ ବସ୍‌’ । ରାସ୍ତା ଉପରେ ଜଳିଗଲା ‘ମୋ ବସ୍‌’ । ରାଉରକେଲା ଟିସିଆଇ ଛକ ନିକଟରେ ବସ୍‌ରେ ହଠାତ୍‌ ନିଅାଁ ଲାଗିଥିଲା । ତେବେ ନିଆଁରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ ଓ ବସ୍‌ କର୍ମଚାରୀ । ଯାନ୍ତ୍ରିକ ତ୍ରୁଟି ଯୋଗୁ ବସ୍‌ରେ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି । ଟିସିଆଇ ଛକ ଡିପୋରୁ ବସ୍‌ ବାହାରିଥିବା ବେଳେ ସେଥିରେ ନିଆଁ ଲାଗି ଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.