ନାଇଟ୍‌ କର୍ଫ୍ୟୁ : ବଦଳିଲା ମୋ ବସ୍‌ ଚଳାଚଳ ସମୟ

ଭୁବନେଶ୍ୱର : ନାଇଟ୍‌ କର୍ଫ୍ୟୁ ପାଇଁ ବଦଳିଲା ମୋ ବସ୍‌ ଚଳାଚଳ ସମୟ । ରାଜ୍ୟରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଚାଲିଥିବାବେଳେ ବିଭିନ୍ନ ଜିଲ୍ଲାରେ ନାଇଟ କର୍ଫ୍ୟୁ ଜାରି ରହିଛି । ଫଳରେ ମୋ ବସ୍‌ ଚଳାଚଳ ସମୟରେ ପରିବର୍ତ୍ତନ କରାଯାଇଛି ।

ଏଣିକି ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ୍‌ । ବିଭିନ୍ନ ରୁଟ୍‌ରେ ଚଳାଚଳ କରୁଥିବା ୧୮୮ ଟି ବସ୍‌ ଏହି ସମୟ ମଧ୍ୟରେ ଚଳାଚଳ କରିବ ବୋଲି କ୍ରୁଟ୍‌ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.