ରାଜ୍ୟ

ଆସନ୍ତାକାଲିଠୁ ରୁଟ୍-୧୧ରେ ଚାଲିବ ‘ମୋ ବସ’, ଟ୍ୱିଟ କରି ସୂଚନା ଦେଲା CRUT

ଭୁବନେଶ୍ୱର : ଆସନ୍ତାକାଲିଠାରୁ ରୁଟ୍-୧୧ ରେ ଚାଲିବ ‘ମୋ ବସ’ । ଏହି ବସ ନନ୍ଦନବିହାରଠାରୁ ଭୁବନେଶ୍ୱର ରେଳ ଷ୍ଟେସନ ଯାଏଁ ଚାଲିବ। ମାଷ୍ଟର କ୍ୟାଣ୍ଟିନଠାରୁ ବାଳକାଟି ଯାଏଁ ନୂଆ ରୁଟ ୩୪ ସଂଯୋଗ କରିବ। ଏନେଇ ଟ୍ୱିଟ କରି ସୂଚନା ଦେଇଛି କ୍ରୁଟ । ବସରେ ଯିବା ଆସିବା କରିବା ବେଳେ ଯାତ୍ରୀମାନେ ମାସ୍କ ପିନ୍ଧିବାକୁ ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଯୋଗୁଁ ଦୀର୍ଘଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା। ଡିସେମ୍ବର ୧ ତାରିଖରୁ ମୋ ବସ ପୁଣିଥରେ ଚଳାଚଳ କରିବା ଆରମ୍ଭ ହୋଇଥିଲା । ତେବେ ଅନ୍ୟ କିଛି ରୁଟକୁ ଧୀରେ ଧୀରେ ବସ ଚଳାଚଳ ଆରମ୍ଭ ହେବ ବୋଲି ସୂଚନା ଦେଇଛି କ୍ରୁଟ।

WCW 11

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

10 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

56 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago