ରାଜ୍ୟ

ଭୋଟ ଗଣତି କେନ୍ଦ୍ରକୁ ମୋବାଇଲ ବାରଣ

ଭୁବନେଶ୍ୱର(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି । ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ ପେଡି । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି । ୨୧ ଲୋକସଭା ଆସନ ଓ ୧୭୪ ବିଧାନସଭା ଆସନ ପାଇଁ କାଉଣ୍ଟିଂ ହେବ । ଇଭିଏମରୁ ବାହାରିବ ନିର୍ବାଚନ ଫଳାଫଳ । ସମୟ ଯେତିକି ବଢୁଛି, ସେତିକି ବଢୁଛି ନେତାଙ୍କ ହୃଦକଂପନ ।

ରାଜ୍ୟର ୭୦ଟି ଭୋଟ ଗଣତି ସେଣ୍ଟର ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଟ ୭୦ଟି କାଉଣ୍ଟିଂ ମଧ୍ୟରୁ ୬୯ଟି କେନ୍ଦ୍ରରେ ଇଭିଏମ ଓ ଗୋଟିଏରେ ପୋଷ୍ଟାଲ ବାଲଟ ଗଣତି ହେବ । ମୋଟ ୩୫୮୯ଟି ଟେବୁଲରେ ହେବ ଭୋଟ ଗଣତି । ଗଣତି ସ୍ଥଳରେ ମୋବାଇଲକୁ ବାରଣ କରାଯାଇଛି । କାଉଣ୍ଟିଂ ସେଣ୍ଟରରେ ସମସ୍ତ ପ୍ରସ୍ତୁତି ସରିଛି ।

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago