ରାଜ୍ୟ

BMC ପକ୍ଷରୁ ମୋବାଇଲ୍‌ ଭ୍ୟାନ୍‌ ବ୍ୟବସ୍ଥା, ଘରେ ଘରେ ପହଁଚିବ ଗ୍ରୋସରୀ ଓ ପରିବା

ସାମାଜିକ ଦୂରତା ବଜାୟ ରଖିବା ପାଇଁ BMC ପକ୍ଷରୁ ମୋବାଇଲ୍‌ ଭ୍ୟାନ୍‌ ବ୍ୟବସ୍ଥା କରାଯାଇଛି । ଏହା ଲୋକଙ୍କ ଘରେ ଘରେ ଗ୍ରୋସରୀ ଓ ପରିବା ପହଞ୍ଚାଇବାରେ ସାହାଯ୍ୟ କରିବ। ବର୍ତ୍ତମାନ ୧୨୦ଟି ଭ୍ୟାନ୍‌ର ବ୍ୟବସ୍ଥା କରାଯାଇଛି। ଆଗକୁ ଏହାର ସଂଖ୍ୟା ୨୦୦କୁ ବଢାଇବାକୁ ଲକ୍ଷ୍ୟ ରଖାଯାଇଛି। ନିଜ ନିଜ ଏରିଆ ଅନୁଯାୟୀ ଟେଲିଫୋନ୍‌ ନମ୍ବର ଖୋଜି ଅର୍ଡର କରିବାକୁ ଲୋକମାନଙ୍କୁ ନିବେଦନ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ।

ନଚେତ୍‌ ବିଏମ୍‌ସିର ହେଲ୍‌ପ ଲାଇନ୍‌ ନମ୍ବର ୧୯୨୯କୁ କଲ୍‌ କରିବାକୁ କୁହାଯାଇଛି। ଡେଲି ମାର୍କେଟ ପାଇଁ ୬୮ଟି ନୂଆ ସ୍ଥାନ ଚିହ୍ନଟ କରାଯାଇଛି। ଅନ୍ୟ କୌଣସି ସ୍ଥାନରେ ବସିପାରିବେନି ବ୍ୟବସାୟୀ। ଏସବୁ ସ୍ଥାନରେ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଅପିଲ କରିଛି କମିଶନରେଟ୍‌ ପୋଲିସ।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

16 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

49 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

51 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

57 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago