Categories: ରାଜ୍ୟ

ଆୟୁଷ୍ମାନ ଭାରତ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କୁ ସାମିଲ ହେବା ପାଇଁ ମୋଦିଙ୍କ ନିମନ୍ତ୍ରଣ

ତାଳଚେର(କେନ୍ଯୁଜ୍) : ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ । ଆଜି ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ତାଳଚେରରେ ନିଜ ଅଭିଭାଷଣରେ କେନ୍ଦ୍ରର ଆୟୁଷ୍ମାନ ଭାରତ ଯୋଜନା ଓ ଏହାର ଉପକାରିତା ଉପରେ ଆଲୋକପାତ କରିଥିଲେ । ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ ମୋଦି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିଜର ମିତ୍ର ବୋଲି ସମ୍ବୋଦନ କରିଥିଲେ ପ୍ରଧାନମନ୍ତ୍ରୀ ।

ଆୟୁଷ୍ମାନ ଯୋଜନାରେ ୫ ଲକ୍ଷ ଟଙ୍କା ପର୍ଯ୍ଯନ୍ତ ଗରିବ ପରିବାରକୁ ଚିକିତ୍ସା ସହୟତା ଯୋଗାଇ ଦେବେ କେନ୍ଦ୍ର ସରକାର ।  ଆୟୁଷ୍ମାନ ଭାରତ ଯୋଜନାରୁ ରାଜ୍ୟର କିଛି ପରିବାର ବାଦ ପଡୁଥିବାରୁ ରାଜ୍ୟ ସରକାର ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା କରିଛନ୍ତି । ରାଜ୍ୟବାସୀଙ୍କ ପାଇଁ ଆରମ୍ଭ କରିଛନ୍ତି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନଯ୍ଯ

KNews Bureau

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

2 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

3 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

3 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

3 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

3 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

3 hours ago