ରାଜ୍ୟ

ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ : ପୁରୀ-ବିଶାଖାପାଟଣାକୁ ଯୋଡ଼ିବ

ଭୁବନେଶ୍ୱର( କେନ୍ୟୁଜ): ଓଡ଼ିଶାରୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ।  ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ୧୦ଟି ବନ୍ଦେ ଭାରତ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।

ଭୁବନେଶ୍ବରରୁ ଖୋର୍ଦ୍ଧା, ବାଲୁଗାଁ, ବ୍ରହ୍ମପୁର , ପାଲାସା, ଶ୍ରୀକାକୁଲମ ଦେଇ ବିଶାଖାପାଟଣା ଯାଏ ଗଡ଼ିବ ଟ୍ରେନ୍ । ଶନିବାରକୁ ଛାଡି ଅନ୍ୟ ସମସ୍ତ ଦିନ ଏହି ଟ୍ରେନ ଚାଲିବ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଓଡିଶାରେ ୪୧ ଟି ” ୱାନ୍ ଷ୍ଟେସନ୍ ୱାନ୍ ପ୍ରଡକ୍ଟ” (OSOP) ଷ୍ଟଲ୍ କୁ ଉତ୍ସର୍ଗ କରିଛନ୍ତି  । ସେହିପରି ଖୋର୍ଦ୍ଧା ରୋଡ ଷ୍ଟୋସନରେ ଏକ ଜନ ଔଷଧୀ କେନ୍ଦ୍ରର ମଧ୍ୟ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ।

Barsha

Recent Posts

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

3 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

18 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

24 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

38 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago