୨୦ରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି, ପୁରୀରେ କରିବେ ରୋଡ଼ ସୋ

୨୦ରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି  । ପୁରୀରେ ରୋଡ଼ ସୋ କରିବେ ପ୍ରଧାନମନ୍ତ୍ରୀ ମୋଦି । ଅନୁଗୁଳ ଓ କଟକରେ ବିଶାଳ ଜନସଭା କରିବେ ପିଏମ ମୋଦି ।

ଭୁବନେଶ୍ୱର : ୨୦ରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି  । ପୁରୀରେ ରୋଡ଼ ସୋ କରିବେ ପ୍ରଧାନମନ୍ତ୍ରୀ ମୋଦି । ଅନୁଗୁଳ ଓ କଟକରେ ବିଶାଳ ଜନସଭା କରିବେ ପିଏମ ମୋଦି । ସେହିପରି ଆସନ୍ତା ୧୫ ତାରିଖ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ପୁଣି ଓଡ଼ିଶା ଆସୁଛନ୍ତି  । ରାଉରକେଲା, କଣ୍ଟାବାଞ୍ଜି, ଆସ୍କାରେ ସଭା କରିବେ ଶାହ ।

୧୭ ତାରିଖ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁରରେ ବିଶାଳ ଜନସଭା କରିବେ । ଓଡ଼ିଶାରେ ବିଜେପି ସରକାର କରିବ । ଗରିବ ଲୋକ ମୋଦିଙ୍କ ଯୋଜନାର ସୁବିଧା ପାଇବେ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ଏ ନେଇ ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.