୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ, କଟକ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ

ଆଜି ଆସୁଛନ୍ତି ମୋହନ ଭାଗବତ। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘ ଚାଳକ ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ।

ଭୁବନେଶ୍ୱର (କେନ୍ୟୁଜ): ଆଜି ଆସୁଛନ୍ତି ମୋହନ ଭାଗବତ। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘ ଚାଳକ ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବନାହିଁ। ଏହି ପ୍ରବାସ କେବଳ ସାଙ୍ଗଠନିକ କାର୍ଯ୍ୟ ପାଇଁ ଉଦ୍ଧିଷ୍ଟ। ଓଡ଼ିଶା ଗସ୍ତ ସାରି ୧୫ ତାରିଖରେ ଫେରିଯିବେ ମୋହନ ଭାଗବତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.