ରାଜ୍ୟ

ମୋତେ ଯେତେ ମାଠିବୁ ମଠ, ଲକଡାଉନ ବେଳେ ଚାଲିଥିଲା ଗୃହ ପ୍ରବେଶ ଭୋଜି, ମାଲିକଙ୍କ ବିରୋଧରେ ଥାନାରେ ଏତଲା ଦେଲେ ମୋହନା ତହସିଲଦାର

ମୋହନା(କେନ୍ୟୁଜ):ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ରାଜ୍ୟସରକାର ନାନା ସତର୍କତା ମୂଳକ କାର୍ଯ୍ୟକ୍ରମ କରୁଛନ୍ତି l ପ୍ରଶାସନିକ ଅଧିକାରୀ ମାନେ ମଧ୍ୟ୍ୟ ଦିନରାତି ଏକ କରିଦେଉଛନ୍ତି ଲୋକଙ୍କୁ ସଚେତନ କରିବା ପାଇଁ l କିନ୍ତୁ ଉପାନ୍ତ ଇଲାକା ଗଜପତି ଜ଼ିଲ୍ଲାରେ ଲୋକଙ୍କ ଉପରେ ସରକାରୀ ନିର୍ଦ୍ଦେଶନାମାର କୌଣସି ପ୍ରଭାବ ପଡୁନଥିବାର ଦେଖିବାକୁ ମିଳିଛି lଯାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ l

ଆଜି ମୋହନା ନିକଟସ୍ଥ ଟୁମିସାହି ଗ୍ରାମରେ ଏକ ଗୃହପ୍ରବେଶ କାର୍ଯ୍ୟକ୍ରମର ଭୋଜି ଚାଲିଥିବା ବେଳେ ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ ଚଢ଼ାଉ କରି ସମସ୍ତ ସାମଗ୍ରୀ ଜବତ କରିଛନ୍ତି l ଏହା ସହ ଘର ମାଲିକ ପ୍ରଭାକର ମଳିକଙ୍କ ବିରୁଦ୍ଧରେ ଲକଡାଉନ ନିୟମ ଉଲଙ୍ଘନ ନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ପୋଲିସ ଘରମାଲିକଙ୍କୁ ଅଟକ ରଖିଥିବା ଜଣାପଡିଛି l

KNews Bureau

Recent Posts

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

28 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

1 hour ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

1 hour ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

2 hours ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

2 hours ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

2 hours ago