ମାଲକାନଗିରି(କେନ୍ୟୁଜ୍): ମାଓବାଦୀଙ୍କ ପୁଣି ବଡ଼ ଧରଣର ଲଙ୍କାକାଣ୍ଡ। ଯାତ୍ରୀବାହୀ ବସ୍କୁ ଜାଳିଦେଲେ ଲାଲ୍ବାହିନୀ। ମାଲକାନଗିରି ଜିଲ୍ଲା ସୀମାନ୍ତ କତୁର ନିକଟରେ ବସ୍ରେ ନିଆଁ ଲଗାଇ ଦେଇଛନ୍ତି। ପ୍ରଥମେ ଯାତ୍ରୀଙ୍କୁ ଗାଡ଼ିରୁ ଓହ୍ଲାଇ ଦେଇଥିଲେ। ପରେ ସେଥିରେ ନିଆଁ ଲଗାଇ ଦେଇଥିଲେ। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ବସ୍ଟି ଉମରକୋଟରୁ ହାଇଦ୍ରାବାଦକୁ ଯାଉଥିଲା। ଦଣ୍ଡକାରଣ୍ୟ ଡିଭିଜନ ମାଓ ସଙ୍ଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବାବେଳେ ମାଓବାଦୀମାନେ ଏଭଲି ହିଂସାକାଣ୍ଡ ଘଟାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…