Below header

ଜଳପ୍ରପାତରୁ ଗଳିତ କଙ୍କାଳ ଉଦ୍ଧାର: ଦୀର୍ଘ ଦୁଇମାସ ତଳୁ ନିଖୋଜ ଥିଲେ ଛାତ୍ର

ଜଳପ୍ରପାତରୁ ଗଳିତ କଙ୍କାଳ ଉଦ୍ଧାର । ଦୀର୍ଘ ଦୁଇମାସ ଦୁଇ ଦିନ ପରେ କନ୍ଧମାଳ ଜିଲ୍ଲା ଉର୍ମଗଡ ଜଳପ୍ରପାତରୁ ନିଖୋଜ ଆଦର୍ଶ ବିଦ୍ୟାଳୟର ଛାତ୍ରର ମିଳିଲା ଗଳିତ କଙ୍କାଳ ।

କନ୍ଧମାଳ (କେନ୍ୟୁଜ): ଜଳପ୍ରପାତରୁ ଗଳିତ କଙ୍କାଳ ଉଦ୍ଧାର । ଦୀର୍ଘ ଦୁଇମାସ ଦୁଇ ଦିନ ପରେ କନ୍ଧମାଳ ଜିଲ୍ଲା ଉର୍ମଗଡ ଜଳପ୍ରପାତରୁ ନିଖୋଜ ଆଦର୍ଶ ବିଦ୍ୟାଳୟର ଛାତ୍ରର ମିଳିଲା ଗଳିତ କଙ୍କାଳ । ଜଳପ୍ରପାତର ପାଞ୍ଚଶହ ମିଟର ବ୍ୟବଧାନରେ ଥିବା ପଥର ତଳୁ ମିଳିଛି ଛାତ୍ରଙ୍କ ଗଳିତ କଙ୍କାଳ। ଗୋଛାପଡା ଥାନା ଅନ୍ତର୍ଗତ ଉର୍ମଗଡ ଜଳପ୍ରପାତରେ ସାଙ୍ଗ ମାନଙ୍କ ସହିତ ବୁଲିବାକୁ ଯାଇ ଜଳପ୍ରପାତରେ ବୁଡ଼ି ନିଖୋଜ ହୋଇ ଯାଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.