ଭୁବନେଶ୍ବର: ବୈଜୟନ୍ତ ପଣ୍ଡା ଓ ଜଗି ପଣ୍ଡାଙ୍କ ବିରୋଧରେ ଆସିଲା ମନି ଲଣ୍ଡରିଂ ଅଭିଯୋଗ । ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ ଆଣିଲା ସାମାଜିକ ସଂଗଠନ ପାଥ୍ । କୋର୍ଟ ନିର୍ଦ୍ଦେଶ ସତ୍ତ୍ୱେ ମାମଲାର ତଦନ୍ତରେ କାହିଁକି ଅଗ୍ରଗତି ହେଉନାହିଁ ବୋଲି ପ୍ରଶ୍ନ ଉଠାଇଛି ସଂଗଠନ । ବାହାମାସ୍ରେ ଜାଲ୍ କମ୍ପାନୀରେ ମନି ଲଣ୍ଡରିଂ ନେଇ ଅଭିଯୋଗ ହୋଇଛି ।
ପୂର୍ବରୁ ଏନେଇ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିସନ୍ ଦାଖଲ ହୋଇଥିଲା । ୨୦୨୦ ଫେବ୍ରୁଆରୀ ୭ରେ ମଲ୍ଟି ଏଜେନ୍ସିକୁ ବୈଜୟନ୍ତ ଓ ଜଗିଙ୍କ ସଂପୃକ୍ତିର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଏହାସତ୍ତ୍ୱେ ତଦନ୍ତରେ କାହିଁକି ଶିଥିଳତା ବୋଲି ପାଥ୍ ପ୍ରଶ୍ନ କରିଛି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…