ରାଜ୍ୟ

ନହରକଣ୍ଟା ଅଞ୍ଚଳରେ ଉତ୍ପାତ କରୁଛି ହନୁମାଙ୍କଡ଼: ୨୦ରୁ ଅଧିକ ଲୋକଙ୍କୁ କଲାଣି ଆକ୍ରମଣ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀ ଉପକଣ୍ଠ ନହରକଣ୍ଟା ଅଞ୍ଚଳରେ ଉତ୍ପାତ କରୁଛି ହନୁମାଙ୍କଡ଼। ଗତ କିଛି ଦିନ ଧରି ସ୍ଥାନୀୟ ଅଞ୍ଚଳରେ ୩୦ରୁ ଅଧିକ ଲୋକ ଆକ୍ରମଣର ଶିକାର ହୋଇଛନ୍ତି। ମାଙ୍କଡକୁ ଧରିବା ପାଇଁ କାଲି ରାତିରୁ ଚାଲିଛି ଉଦ୍ଧାର କାର୍ଯ୍ୟ।

ମାଙ୍କଡ଼ ଭୟରେ ଘରୁ ବାହାରିବାକୁ ଭୟ କରୁଛନ୍ତି ଲୋକେ। ଆକ୍ରମଣରୁ ବଞ୍ଚିବା ପାଇଁ ଲୋକମାନେ ଠେଙ୍ଗା ବାଡ଼ି ଧରି ବୁଲୁଛନ୍ତି । ବନବିଭାଗ କର୍ମଚାରୀ ନହରକଣ୍ଟାରେ ପହଞ୍ଚି ମାଙ୍କଡ଼ଟିକୁ ଧରିବାକୁ ପ୍ରୟାସ ଚଳାଇଛନ୍ତି । ଲୋକମାନେ ଘରୁ ନ ବାହାରିବା ପାଇଁ ବନବିଭାଗ ପକ୍ଷରୁ ସୁଚନା ଦିଆଯାଇଛି।

Barsha

Recent Posts

ନିଟ୍‌ ମାମଲାରେ ଏନଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ, ହେରଫେର ହୋଇଥିଲେ ସମୟ ପୂର୍ବରୁ ସୁଧାରନ୍ତୁ

ନିଟ୍‌ ପରୀକ୍ଷାକୁ ନେଇ ଉଠିଥିବା ବିବାଦ ଥମିବାରେ ନାଁ ଧରୁନି । ଆଜି ପୁଣି NEET ମାମଲାକୁ ନେଇ ସୁପ୍ରିମକୋର୍ଟରେ…

25 mins ago

ଶ୍ରୀମନ୍ଦିରରେ ରୁକ୍ମିଣୀହରଣ ଏକାଦଶୀ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ); ଆଜି ରୁକ୍ମଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବିବାହ ଉତ୍ସବ। ଶ୍ରୀ ମନ୍ଦିର ସିଂହ…

31 mins ago

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା, ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ (କେନ୍ୟୁଜ): କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ମେରିଟ ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । …

43 mins ago

ଜୁନରେ ରେକର୍ଡ ଭାଙ୍ଗିଲା ତାତି, ଆହୁରି ତିନି ଦିନ ହେବ ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର (କେନ୍ୟୁଜ): ଆହୁରି ତିନି ଦିନ ତାତି ସହ ଗୁଳୁଗୁଳି । ରାଜ୍ୟରେ ଆହୁରି ୩ ଦିନ ଯାଏଁ ଜାରି…

57 mins ago

ରିମାରିୟୋ ଶେଫର୍ଡଙ୍କ ଘରେ କୁନି ଅତିଥିଙ୍କୁ ସ୍ୱାଗତ, ବାପା ହେବା ଖୁସିରେ ମିସ୍‌ କଲେ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ

ଟି ୨୦ ବିଶ୍ୱକପ ୨୦୨୪ର ଗ୍ରୁପ ପର୍ଯ୍ୟାୟରେ ଶେଷ ମ୍ୟାଚ େଓ୍ଵଷ୍ଟଇଣ୍ଡିଜ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଛି । ଗ୍ରୁପ…

1 hour ago

ଇଟାଲୀ ନିକଟ ସମୁଦ୍ର ଉପକୂଳରେ ବଡ଼ ଦୁର୍ଘଟଣା, ଦୁଇଟି ବୋଟ୍‌ ବୁଡ଼ି ୧୧ ପ୍ରବାସୀଙ୍କ ମୃତ୍ୟୁ, ୬୦ ନିଖୋଜ

ଇଟାଲୀର ଦକ୍ଷିଣ ସମୁଦ୍ର ଉପକୂଳରେ ଦୁଇଟି ବୋଟ୍‌ ବୁଡ଼ିଯାଇଛି । ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ…

1 hour ago