ଓଡିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ବର: ଓଡିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁଛି । ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି ।

ପୂର୍ବରୁ ୧୧ କିମ୍ବା ୧୨ ତାରିଖ ବେଳକୁ ମୌସୁମୀ ବାୟୁ ଓଡିଶା ଛୁଇଁବା ନେଇ ଆକଳନ କରାଯାଇଥିଲା । ତେବେ ପୂର୍ବାନୁମାନ ଅନୁସାରେ ଓଡିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.