ନୂଆଦିଲ୍ଲୀ:ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁଛି। ସ୍କାଏମେଟ ଦ୍ୱାରା ଏନେଇ ସୂଚନା ଦିଆଯାଇଛି | ସ୍କାଏମେଟ କହିଛି ଯେ ଜୁନ୍ ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ମୌସୁମୀ ଅବତରଣ କରିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଭାରତରେ ହଠାତ୍ ପହଁଚିଛି । ଚାରିମାସର ବର୍ଷା ଋତୁ ଆରମ୍ଭ ତାରିଖ ପୂର୍ବରୁ ଏହା କେରଳରେ ପହଞ୍ଚିଛି |
ମୌସୁମୀ ଆସିଲେ ସାଧାରଣ ଭାବେ ବର୍ଷା ହେବା, ପବନର ବେଗ ଅଧିକ ହେବା ଆଦି ବିଭିନ୍ନ ପାଣିପାଗ ସମ୍ବନ୍ଧୀୟ ପରିବର୍ତ୍ତନ ଦେଖାଯାଇଥାଏ | ଶେଷରେ, ଭାରତୀୟଙ୍କ ପାଇଁ ୪ ମାସର ବର୍ଷା ପର୍ବ ଆରମ୍ଭ ହୋଇଯାଇଛି | ଆଜି ମୌସୁମୀ ଆସିବାପରେ ଏକ ଟ୍ୱିଟର ପୋଷ୍ଟରେ ସ୍କାଏମେଟ କହିଛି ଯେ #HappyMonsoon।
ଆଜିର ସମୟରେ ସୋସିଆଲ ମିଡିଆର ବ୍ୟବହାର ଏକ ସାଧାରଣ କଥା ହୋଇଗଲାଣି । ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ବେଶ୍…
ଆଠଗଡ (କେନ୍ୟୁଜ) : ଅନଲାଇନ ଗେମକୁ ନେଇ ଜୀବନ ହାରିଲେ ଯୁବକ। କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା…
ମଧ୍ୟପ୍ରଦେଶର ଛିନ୍ଦଓ୍ଵାଡା ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ । ଟାଙ୍ଗିଆରେ ହାଣି ୮ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା…
ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…
ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…
ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ।…