Below header

ଖରାରେ ସିଝୁଛି ସାରା ରାଜ୍ୟ, ଲଘୁଚାପ ପ୍ରଭାବରେ ଆସନ୍ତା ୩୦ ତାରିଖରୁ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): ଆସନ୍ତା ୨ରୁ ୩ ଦିନ ଯାଏ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆସନ୍ତା ୩୦ ତାରିଖରୁ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱରରେ ପାଗ ମେଘୁଆ ରହିବ । ଏଥିସହ ଦିନର ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ଘଟିବ । ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.