ଆଗାମୀ ୩ରୁ ୪ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ, ପାଗ ଅନୁକୂଳ ରହିଛି

କେନ୍ୟୁଜ୍(ବ୍ୟୁରୋ):  ଆଗାମୀ ୩ରୁ ୪ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ । ଏଥିପାଇଁ ପାଗ ଅନୁକୂଳ ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଲାଗି ରହିଛି । ଏଥିପାଇଁ ଆଗାମୀ ୩ରୁ ୪ ଦିନ ଭିତରେ ରାଜ୍ୟର କିଛି ଅଂଶରେ ମୌସୁମୀ ପହଞ୍ଚିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨ରୁ ୩ ଦିନ ଭିତରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ ବିଭିନ୍ନ ଜିଲ୍ଲାରେ ୩ରୁ ୪ ଡିଗ୍ରି ସେଲସିୟସ ତାପମାତ୍ରା ଖସିବାର ସମ୍ଭାବନା ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.