୨ରୁ ୩ ଦିନ ମଧ୍ୟରେ ଫେରିଯିବ ମୌସୁମୀ, ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି

ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ । ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ଯରୁ ଫେରିଯିବ ମୌସୁମୀ । ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ । ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଖରା ପାଗ ରହିଛି । ୫ ଦିନ ପାଗ ଶୁଖିଲା ରହିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.