Below header

ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ଛୁଇଁବ ମୌସୁମୀ, ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଭୁବନେଶ୍ବର(କେନ୍ୟୁଜ୍): କାଲି ଦକ୍ଷିଣ ଓଡ଼ିଶା ଛୁଇଁବ ମୌସୁମୀ। ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ। ଏହି ସୂଚନା ଦେଇଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତାକା ୪ ଜିଲ୍ଲା ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜିଠୁ ଆରମ୍ଭ ହୋଇଛି ପ୍ରାକ୍‌ ମୌସୁମୀ ବର୍ଷା। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହୋଇଛି। ଆକାଶ ମେଘୁଆ ରହିଛି। ଫଳରେ କମିଛି ଗରମ ଓ ଗୁଳୁଗୁଳି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.