Below header

ଗୁହାଳରେ ନିଆଁ ଲାଗି ଜଳିଗଲେ ୧୦ରୁ ଅଧିକ ଗୃହ ପାଳିତ ପଶୁ

ବିଳିମ୍ବିତ ରାତିରେ ଗୁହାଳରେ ନିଆଁ ଲାଗି ଜଳିଗଲେ ୧୦ ରୁ ଅଧିକ ଗୃହ ପାଳିତ ପଶୁ । ଅଗ୍ନିଶମ ବାହିନି ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ବିଳିମ୍ବିତ ରାତିରେ ଗୁହାଳରେ ନିଆଁ ଲାଗି ଜଳିଗଲେ ୧୦ ରୁ ଅଧିକ ଗୃହ ପାଳିତ ପଶୁ । ଅଗ୍ନିଶମ ବାହିନି ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୁଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ବଡବଜାର ସ୍ଥିତ ଅନିଲ ବାରିକଙ୍କ ଗୁହାଳରେ ଗତକାଲି ବିଳମ୍ବିତ ରାତିରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗି ଯାଇଥିଲା । ଫଳରେ ତାଙ୍କ ଗୁହାଳରେ ଥିବା ୫ ଛେଳି, ୩ ଟି କୁକୁଡା ଏବଂ ୨ ଟି ବତକ ନିଆଁରେ ପୋଡି ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଜଳେଶ୍ୱର ଅଗ୍ନିଶମ ବାହିନୀ ପହଞ୍ଚି ନିଆକୁ ଆୟତ୍ତ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.