Below header

ଦଶାହ ଭୋଜି ଖାଇ ୩୦ରୁ ଉର୍ଦ୍ଧ୍ୱ ଅସୁସ୍ଥ

ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ୍ ମାଲଦା ପଞ୍ଚାୟତ ଅନ୍ତର୍ଗତ ସାନଇନ୍ଦିପୂର ଗ୍ରାମରେ ଗତକାଲି ସଂଧ୍ୟାରେ ଗ୍ରାମର ଏକ ଦଶାହ କର୍ମ ରେ ଭୋଜି ଖାଇ ୩୦ ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଅସୁସ୍ଥ ଅଛନ୍ତି । ସମସ୍ତଙ୍କର ଝାଡ଼ା ବାନ୍ତି ଲାଗି ରହିଥିବା ଦେଖିବାକୁ ମିଳିଥିଲା ।

ବଣାଇ(କେଜ୍ୟୁଜ୍‌) : ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ୍ ମାଲଦା ପଞ୍ଚାୟତ ଅନ୍ତର୍ଗତ ସାନଇନ୍ଦିପୂର ଗ୍ରାମରେ ଗତକାଲି ସଂଧ୍ୟାରେ ଗ୍ରାମର ଏକ ଦଶାହ କର୍ମ ରେ ଭୋଜି ଖାଇ ୩୦ ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଅସୁସ୍ଥ ଅଛନ୍ତି । ସମସ୍ତଙ୍କର ଝାଡ଼ା ବାନ୍ତି ଲାଗି ରହିଥିବା ଦେଖିବାକୁ ମିଳିଥିଲା । ସେମାନଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ କୋଇଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଛି । ଅସୁସ୍ଥଙ୍କ ସଂଖ୍ଯା ଆହୁରି ବଢୁଥିବା ନେଇ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.