ରାଜ୍ୟ

ଭଦ୍ରକ ଜିଲ୍ଲା ଅବକାରୀ ବିଭାଗ ଦ୍ୱାରା ୫ଲକ୍ଷ ଟଙ୍କାରୁ ଅଧିକ ଦେଶୀ ଓ ବିଦେଶୀ ମଦ ଜବତ, ୬ ଗିରଫ

ଭଦ୍ରକ: ଭଦ୍ରକ ଜିଲ୍ଲା ଅବକାରୀ ବିଭାଗ ଦ୍ୱାରା ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ। ବିଭିନ୍ନ ସ୍ଥାନରେ ଚଢାଉ କରି ୧୧ଶହ ଲିଟର ଦେଶୀ ମଦ, ୨୮ ଲିଟର ବିଦେଶୀ ମଦ, ୩୨ ଲିଟର ଜିଞ୍ଜର ଜବତ କରିଛି। ଗୋଟିଏ ପିକ୍‌ଅପ ଭ୍ୟାନ, ଗୋଟିଏ ମୋଟର ସାଇକେଲ ସହ ଏଥିରେ ସଂପୃକ୍ତ ୬ଜଣଙ୍କୁ ଗିରଫ କରିଛି।

ଜବତ ମଦର ମୂଲ୍ୟ ପ୍ରାୟ ୫ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି। ବାଲେଶ୍ୱରରୁ ବେଆଇନ ଭାବେ ମଦ ଆଣି ଭଦ୍ରକର ବାସୁଦେବପୁର, ତିହିଡ଼ି ଓ ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳରେ ବେଆଇନ ଭାବେ ବିକ୍ରି ହେଉଥିଲା। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢଉ କରିଛି ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago