Below header

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ଦକ୍ଷିଣ ଓଡିଶାରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ,୧୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ୟୁଜ(ବ୍ୟୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ,କୋରାପୁଟ ଦଶମନ୍ତପୁରରୁ ଜଣେ ଓ ବାଲେଶ୍ୱରରୁ ଜଣେ ଆକ୍ରାନ୍ତ ଚିହ୍ନଟ ଓଡିଶାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦କୁ ବୃ୍ଦ୍ଧି। ଦକ୍ଷିଣ ଓଡିଶାରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଦଶମନ୍ତପୁରର ଜଣେ ୨୨ ବର୍ଷୀୟ ଯୁବ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ । ବାଲେଶ୍ୱରର ୩୨ ବର୍ଷୀୟ ଯୁବକ ପଶ୍ଚିମବଙ୍ଗ ଫେରନ୍ତା ଟ୍ୱିଟ କରି ସୂଚନା ଦେଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.