ଆଜିଠୁ ସକାଳ ୬ଟା ୩୦ରୁ ଆରମ୍ଭ ହୋଇଛି ସ୍କୁଲ, ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ପାଇଁ ନିଆଯାଇଛି ଏହି ପଦକ୍ଷେପ

ଭୁବନେଶ୍ବର(କେନ୍ୟୁଜ୍): ଆଜିଠୁ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ ଆରମ୍ଭ ହୋଇଛି ପାଠପଢା । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି। ସକାଳ ୬ଟା ୩୦ରୁ ଦିନ ୧୦ଟା ୩୦ ପର୍ଯ୍ୟନ୍ତ ପାଠ ପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ।

ସେହିପରି ସକାଳ ୭ଟାରୁ ଦିନ ୧୧ଟା ଯାଏ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢା ହେବ । ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲରେ ସମସ୍ତ ବ୍ୟବସ୍ଥା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.