Below header

ଘର ଭିତରୁ ମାଆ ଓ ୬ ବର୍ଷ ପୁଅର ମୃତଦେହ ଉଦ୍ଧାର

ମା’ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ । ଗଞ୍ଜାମ ଜରଡ଼ା ଥାନା ଚୁଡ଼ିଆଲାଞ୍ଜି ଗାଁରେ ଘଟିଛି ଅଭାବନୀୟ ଘଟଣା । ଘର ଭିତରୁ ମାଆ ଓ ୬ ବର୍ଷ ପୁଅର ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।

ଗଞ୍ଜାମ(କେନ୍ୟୁଜ) : ମା’ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ । ଗଞ୍ଜାମ ଜରଡ଼ା ଥାନା ଚୁଡ଼ିଆଲାଞ୍ଜି ଗାଁରେ ଘଟିଛି ଅଭାବନୀୟ ଘଟଣା । ଘର ଭିତରୁ ମାଆ ଓ ୬ ବର୍ଷ ପୁଅର ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.