Below header

ରାତିରେ ଶୋଇଥିବା ବେଳେ ମା’ ଓ ଝିଅକୁ ଦଶଂନ କଲା ସାପ, ଦୁଇଜଣଙ୍କ ଗଲା ଜୀବନ

ନୂଆପଡ଼ା(କେନ୍ୟୁଜ୍): ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା କେନ୍ଦୁବାହରା ଗାଁରେ ଅଘଟଣ । ବିଷାକ୍ତ ସାପ କାମୁଡାରେ ମାଆ ଓ ଝିଅ ମୃତ। ରାତିରେ ଶୋଇଥିବା ବେଳେ ବିଷାକ୍ତ ସାପ କାମୁଡାରେ ମା ଓ ଝିଅର ମୁତ୍ୟୁ ଘଟିଛି। ମୃତକ ହେଲେ କେନ୍ଦୁବାହରା ଗାଁର ମାଆ ନିରାଶା ଶବର ଓ ତାଙ୍କ ଝିଅ ସବିତା ଶବର। ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲର ।

ପରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ଯିବା ବାଟରେ ଊଭୟ ମାଆ ଓ ଝିଅଙ୍କ ମୃତ୍ୟୁ ଘଟିଛି । ଧରମବନ୍ଧା ପୋଲିସ ମୃତଦେହକୁ ଜବତ କରିବା ସହ ବ୍ୟବଛେଦ ପାଇଁ ପଠେଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.