ସମ୍ବଲପୁର : ଘର ଭିତରୁ ମା’ ପୁଅଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ସମ୍ବଲପୁରରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଘର ଭିତରୁ ମା’ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଅଇଁଠାପାଲି ଥାନା ଅନ୍ତର୍ଗତ ଅନୁଗୁଳିଆପଡ଼ାର ଘଟଣା ।

ସମ୍ବଲପୁରରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଘର ଭିତରୁ ମା’ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଅଇଁଠାପାଲି ଥାନା ଅନ୍ତର୍ଗତ ଅନୁଗୁଳିଆପଡ଼ାର ଘଟଣା । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ତଦନ୍ତ କରୁଛି ଅଇଁଠାପାଲି ପୋଲିସ। କେଉଁପରିସ୍ଥିତିରେ ମା’ ପୁଅ ଆତ୍ମହତ୍ୟା କଲେ ନା କେହି ତାଙ୍କ ହତ୍ୟା କରିଛି ତାହାର କାରଣ ଜଣାପଡି ନାହିଁ । ପୋଲିସ ତଦନ୍ତ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.