Below header

ରାକ୍ଷସୀ ପାଲଟିଲା ମାଆ, ତିନି ବର୍ଷ ପୁଅର ଗଳାକାଟି କଲା ହତ୍ୟା

କୋରାପୁଟ(କେନ୍ୟୁଜ): ପୁଅର ଗଳାକାଟି ହତ୍ୟା କଲା ମାଆ । କୋରାପୁଟ ସଦର ଥାନା ପୋଡାଗଡ ପଞ୍ଚାୟତ ଲୁକୁମାରି ଗାଁରେ ମାଆ ପୁଅକୁ ଗଳା କାଟି ହତ୍ୟା କରିଥିବା ଅଭିଯୋଗ। ତିନି ବର୍ଷର ପୁଅକୁ ହତ୍ୟା କରିଥିବା ଅଭିଯୋଗ। ଅତ୍ୟଧିକ ମଦ୍ୟପାନ କରି ନିଶାସକ୍ତ ଅବସ୍ଥାରେ କିମ୍ବା କିଛି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ କୋରାପୁଟ ସଦର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.