ରାଜ୍ୟ

ପୁଣି ଥରେ ଥାନାର ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ: ୩ ବର୍ଷ ପୁରୁଣା ଘଟଣାରେ ଦେଲେ ଏତଲା

କଟକ (କେନ୍ୟୁଜ): ପୁଣି ଥାନାର ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ ମହାନ୍ତି । କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି । ୨୦୨୦ରେ ଏକ ଘଟଣାରେ ଏତଲା ଦେଇଛନ୍ତି ଅନୁଭବ । ଏତଲା ପରେ ମାମଲା ରୁଜୁ କରିଛି ପୋଲିସ । କିଛି ସାମାଜିକ କର୍ମୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି ଅନୁଭବ ।

ରେ ଦର୍ଶାଇଛନ୍ତି ମାନବାଧିକାର କର୍ମୀ ପରିଚୟ ଦେଇ କିଛି ମହିଳା ତାଙ୍କ ଘରକୁ ପଶିଥିଲେ। ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲାରେ ଘରକୁ ଆସି ଦୁର୍ବ୍ୟବହାର କରିଥିବା ଅନୁଭବ ଅଭିଯୋଗ କରିଛନ୍ତି। ଏନେଇ ଅନୁଭବ ଫେସ୍‌ବୁକ୍‌ରେ ଏକ ପୋଷ୍ଟ କରି FIR କପି ଶେୟାର କରିଛନ୍ତି।

 

Barsha

Recent Posts

ରଥଯାତ୍ରାକୁ ନେଇ ନୂଆ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସମୀକ୍ଷା ବୈଠକ

ରଥଯାତ୍ରାକୁ ନେଇ ନୂଆ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସମୀକ୍ଷା ବୈଠକ। ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ…

4 mins ago

ସରପଞ୍ଚ ହେବା ପୂର୍ବରୁ ମୂଲ ଲାଗୁଥିଲେ, ଆଉ ଏବେବି ଶ୍ରମିକମାନଙ୍କ ସହ ମିଶି କରୁଛନ୍ତି ସେହି କାମ

ନୂଆପଡା(କେନ୍ୟୁଜ): ସାଧାରଣତଃ ନିର୍ବାଚନରେ ବିଜୟୀ ହେବା ପରେ ପ୍ରାୟତଃ ଜନପ୍ରତିନିଧିମାନେ ପ୍ରଚୁର ଅର୍ଥ ଉପାର୍ଜନ କରି ଗାଡି ଓ ବଙ୍ଗଳା…

17 mins ago

ଦୀର୍ଘ ସମୟ ହେଲା ନାଳରେ ଫସି ରହିଛନ୍ତି ୩ ହାତୀ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ନରସିଂହପୁର: ବିପଦରେ ଗଜରାଜ । ତାଙ୍କୁ ଦେଖିବା ପାଇଁ ଲୋକଙ୍କର ନାହିଁ ନଥିବା ଭିଡ଼ । କିଏ ହୋ ହୋ…

55 mins ago

ଜମି ଜମା ବିବାଦକୁ ନେଇ ଖଣ୍ଡାରେ ହାଣିଲା ବଡ଼ ଭାଇ, ଘଟଣାସ୍ଥଳରେ ସାନ ଭାଇର ମୃତ୍ୟୁ

ମୟୁରଭଞ୍ଜ : ଜମି ଜମା ବିବାଦକୁ ନେଇ କରୁଣ ପରିଣିତି । ସାନ ଭାଇକୁ ଖଣ୍ଡାରେ ହାଣିଲା ବଡ଼ ଭାଇ…

1 hour ago

ପାଟନା: ୧୭ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ଗଙ୍ଗା ନଦୀରେ ଓଲଟିଲା, ୬ ନିଖୋଜ; ଚାଲିଛି ରେସ୍‌କ୍ୟୁ ଅପରେସନ

ବିହାରରେ ବଡ଼ ଧରଣର ନୌକା ଦୁର୍ଘଟଣା । ପାଟନାର ବାଢ଼ରେ ଉମାନାଥ ଘାଟରେ ଏକ ଯାତ୍ରୀବାହୀ ଡଙ୍ଗା ଗଙ୍ଗା ନଦୀରେ…

1 hour ago

ହାତୀ ଆକ୍ରମଣରେ ମହିଳା ଗୁରୁତର, ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର : ହାତୀ ଆକ୍ରମଣରେ ମହିଳା ଗୁରୁତର । ଗୁରୁତର ମହିଳା ହେଲେ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଗ୍ରାମର…

2 hours ago